Author: Charcha News

ଭୁବନେଶ୍ୱର୭ ଏପ୍ରିଲ, ୨୦୨୬ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସକୁ “ଶିଶୁକଥା ଦିବସ” ଭାବେ ପାଳନ କରାଯାଇଛି। ଆଜି ଶିଶୁ କଥା ଦିବସ ପାଳନ ହେବା ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିଥିବା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ “ବର୍ଣ୍ଣବୋଧ” ଏବଂ “ଶିଶୁଲେଖା” ପୁସ୍ତକ ପ୍ରଦାନ କରାଯାଇଥିଲା। ଏଥିସହ ବିଶିଷ୍ଟ ବ୍ୟକ୍ତିବିଶେଷ ଏବଂ ବରିଷ୍ଠ ନାଗରିକମାନଙ୍କୁ “ଭାଗବତ” ପୁସ୍ତକ ପ୍ରଦାନ କରାଯାଇଥିଲା। ଆଜି ଶିଶୁକଥା ଦିବସରେ ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ପ୍ରାୟ ୧୮,୦୦୦ “ବର୍ଣ୍ଣବୋଧ” ଏବଂ “ଶିଶୁଲେଖା” ପୁସ୍ତକ ବଣ୍ଟନ କରାଯାଇଛି। ଏଥିସହ ୨,୦୦୦ ଭାଗବତ ପୁସ୍ତକ ବଣ୍ଟାଯାଇଛି। ଆଜି ନବରଙ୍ଗପୁର ଜିଲ୍ଲା ଉମରକୋଟର ପିଏମ୍ ଶ୍ରୀ ସଦାଶିବ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ହୋଇଥିବା “ଶିଶୁକଥା ଦିବସ” ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ…

Read More

ପୂର୍ବରୁ ବିଜେପି ବିରୋଧ କରୁଥିଲା, ଏବେ ବିଜେପି ସରକାର ସ୍ୱାଗତ କରୁଛନ୍ତି ୩୯, ୫୦୫ ଜଣଙ୍କୁ ନିଯୁକ୍ତି ଦେଇଥିବା ବିଜେପି ଦାବି କରୁଛି, କିନ୍ତୁ ଏଥିରୁ ୩୩, ୮୬୭ ନିଯୁକ୍ତି ପ୍ରକି୍ରୟା ପୂର୍ବ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ନିଯୁକ୍ତି ଓ ସୁଶାସନ ପ୍ରଦାନ କ୍ଷେତ୍ରରେ ରାଜ୍ୟ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ଭୁବନେଶ୍ୱର : ଅବସରପ୍ରାପ୍ତ ଅଧିକାରୀମାନଙ୍କୁ ପୁନଃନିଯୁକ୍ତି ଦେବାକୁ ବିଜେପି ବିରୋଧ କରି ଆସୁଥିଲା ବେଳେ ରାଜ୍ୟରେ କ୍ଷମତାକୁ ଆସିବା ପରେ ଅଧିକରୁ ଅଧିକ ଅବସରପ୍ରାପ୍ତ ଅଧିକାରୀ ମାନଙ୍କୁ ପୁନଃନିଯୁକ୍ତି ଦେବା ପାଇଁ ବାଟ ଖୋଲୁଛନ୍ତି, ଯାହା ତାଙ୍କର ଦୋମୁହାଁ ନୀତିକୁ ପ୍ରଦର୍ଷିତ କରୁଛି ବୋଲି ବିଜୁ ଜନତା ଦଳ କହିଛି । ଗତ ନିର୍ବାଚନରେ ନିଜର ସଙ୍କଳ୍ପ ପତ୍ରରେ, ପାଞ୍ଚ ବର୍ଷରେ ରାଜ୍ୟର ଖାଲି ପଡ଼ିଥିବା ସାଢ଼େ ତିନି ଲକ୍ଷ ପଦବିଙ୍କୁ ରାଜ୍ୟର ଯୁବକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଜେପି ଦେଇଥିବା ପ୍ରତିଶ୍ରୁତି ପ୍ରହସନରେ ପରିଣତ ହୋଲିଛି…

Read More

ଭୁବନେଶ୍ୱର ::ରାଜ୍ୟରେ ସବୁ ସମୟରେ ଖାଉଟିମାନଙ୍କ ପାଇଁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ କରାଇବା ଓ ଯୋଗାଣ ଶୃଙ୍ଖଳକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ଵ୍ୟବସାୟୀ ସଂଘର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଛି । ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଯୋଗାଣ ନିଗମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭିନ୍ନ ଜିଲ୍ଲାର ଵ୍ୟବସାୟୀ ସଂଘର ପ୍ରତିନିଧି ମାନେ ଯୋଗ ଦେଇଥିଲେ । ବିଭିନ୍ନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ନିୟନ୍ତ୍ରଣ,ଖାଦ୍ୟ ସାମଗ୍ରୀର ବଜାର ଉପଲବ୍ଧତା, ସାମଗ୍ରୀର ଅନାବଶ୍ୟକ ମହଜୁଦ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଛି । ଏଥିନିମନ୍ତେ ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିନିଧି ମାନେ ପ୍ରତିଶ୍ରୁତି ଦେଇଥିଲେ । ଏଥିସହ ବ୍ୟବସାୟୀ ଓ ଖାଉଟି ମାନଙ୍କ ସ୍ୱାର୍ଥ ରକ୍ଷା ଦିଗରେ ସରକାରଙ୍କ ସହ ସମନ୍ୱୟ…

Read More

ଅମୃତ ୨.୦ କାର୍ଯ୍ୟକାରିତାରେ ଦେଶରେ ଓଡ଼ିଶାକୁ ପ୍ରଥମ ସ୍ଥାନ ଭୁବନେଶ୍ୱର, ୦୭.୦୪.୨୦୨୬: ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’ (ଅମୃତ) ୨.୦ ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସହରାଞ୍ଚଳର ପ୍ରତିଟି ପରିବାରକୁ ପାନୀୟ ଜଳ ଯୋଗାଣ ଏବଂ ଜଳାଶୟଗୁଡ଼ିକର ପୁନରୁଦ୍ଧାର କ୍ଷେତ୍ରରେ ରାଜ୍ୟର ଏହି ପ୍ରଦର୍ଶନ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ୨୦୨୧ ଅକ୍ଟୋବରରେ ଆରମ୍ଭ ହୋଇଥିବା ଏହି ମିଶନ ମାଧ୍ୟମରେ ରାଜ୍ୟର ୮୯ଟି ପୌରସଂସ୍ଥାରେ ବ୍ୟାପକ ପ୍ରଗତି ପରିଲକ୍ଷିତ ହୋଇଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୪୦୩୦.୧୮ କୋଟି ଟଙ୍କା ବ୍ୟୟ ଅଟକଳରେ ୩୪୫ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏଥିମଧ୍ୟରୁ ୯୯ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିବାବେଳେ ଅନ୍ୟଗୁଡ଼ିକର ବିଭିନ୍ନ ପର୍ଯ୍ୟାୟରେ କାର୍ଯ୍ୟ ଜାରିରହିଛି। ଆର୍ଥିକ ପରିଚାଳନା…

Read More

ବିଗତ ଦିନରେ 12 ଟନରୁ ଅଧିକ ଗଞ୍ଜେଇ ଜବତ କରିଛି ଜିଲ୍ଲା ପୋଲିସ ଗଞ୍ଜେଇ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସ ଏକ ବିଶାଳ ସଫଳତା ଅର୍ଜନ କରିଛି। ଅଡ଼ବା ଥାନା ଅନ୍ତର୍ଗତ କାରିଗେଜୁ ଗ୍ରାମରେ ଚଢ଼ାଉ କରି ପୋଲିସ ପ୍ରାୟ ୨,୮୧୧ କେଜି (୨.୮ ଟନ୍) ଗଞ୍ଜେଇ ଜବତ କରିଛି। ବିଗତ କିଛି ମାସ ମଧ୍ୟରେ ଜିଲ୍ଲା ପୋଲିସ ବିଭିନ୍ନ ଥାନା ଅଞ୍ଚଳରେ 12 ଟନରୁ ଅଧିକ ଗଞ୍ଜେଇ ଜବତ କରିଛି। ଉଲ୍ଲେଖ ଯୋଗ୍ୟ ଯେ, ଗତକାଲି ଭୋର ସମୟରେ ଆର୍. ଉଦୟଗିରି ଏସଡିପିଓ ଶ୍ରୀ ରାକେଶ ସାହୁ,ଆଇପିଏସଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଅଡ଼ବା ଥାନା ଅନ୍ତର୍ଗତ କାରିଗେଜୁ ଗ୍ରାମ ନିକଟସ୍ଥ ଜଙ୍ଗଲ ଓ ପାହାଡ଼ିଆ ଅଞ୍ଚଳରେ ଏହି ସର୍ଚ୍ଚ ଅପରେସନ ଚଲାଇଥିଲେ। ଏହି ସର୍ଚ୍ଚ ଅପରେସନ ସମୟରେ ଲୁଚାଇ ରଖାଯାଇଥିବା ମୋଟ ୧୧୩ଟି ପ୍ଲାଷ୍ଟିକ୍ ବ୍ୟାଗ ଜବତ କରାଯାଇଥିଲା। ସେଥିରୁ ଏହି ବିପୁଳ ପରିମାଣର ଗଞ୍ଜେଇ ଜବତ…

Read More

ମେଷ:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ। ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। କର୍କଟ : ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ…

Read More

ପଶ୍ଚିମବଙ୍ଗରେ ଭୋଟରଙ୍କ ପାଇଁ ବିଚାର ପ୍ରକ୍ରିୟା ସମାପ୍ତ ହେବା ସହିତ ଭାରତୀୟ ନିର୍ବାଚନ କମିସନ ଆକଳନ କରିଛନ୍ତି ଯେ ପଶ୍ଚିମବଙ୍ଗରେ ମୋଟ ବାଦ ଦିଆଯାଇଥିବା ଭୋଟରଙ୍କ ସଂଖ୍ୟା ପ୍ରାୟ ୯୧ ଲକ୍ଷକୁ ବୃଦ୍ଧି ପାଇଛି BY-SUBHASMITA-DT-7.4.2026 ପଶ୍ଚିମବଙ୍ଗରେ ଭୋଟରଙ୍କ ପାଇଁ ବିଚାର ପ୍ରକ୍ରିୟା ସମାପ୍ତ ହେବା ସହିତ ଭାରତୀୟ ନିର୍ବାଚନ କମିସନ ଆକଳନ କରିଛନ୍ତି ଯେ ପଶ୍ଚିମବଙ୍ଗରେ ମୋଟ ବାଦ ଦିଆଯାଇଥିବା ଭୋଟରଙ୍କ ସଂଖ୍ୟା ପ୍ରାୟ ୯୧ ଲକ୍ଷକୁ ବୃଦ୍ଧି ପାଇଛି । ତଥାପି ECI ଏପର୍ଯ୍ୟନ୍ତ ଚୂଡ଼ାନ୍ତ ସଂଖ୍ୟା ପ୍ରକାଶ କରିନାହିଁ। ରିପୋର୍ଟ ଅନୁଯାୟୀ ବିଚାର ପାଇଁ ପଠାଯାଇଥିବା ମୋଟ ମାମଲାର ଏକ ଛୋଟ ଅଂଶ ଏପର୍ଯ୍ୟନ୍ତ ନ୍ୟାୟିକ ଅଧିକାରୀମାନଙ୍କ ଦ୍ୱାରା ଇ-ସ୍ବାକ୍ଷରିତ ହୋଇନାହିଁ । ପଶ୍ଚିମବଙ୍ଗର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ ବିଚାର ପାଇଁ ପଠାଯାଇଥିବା ମୋଟ ୬୦,୦୬,୬୭୫ ମାମଲା ମଧ୍ୟରୁ ୫୯,୮୪,୫୧୨ ମାମଲା ଇ-ସ୍ବାକ୍ଷରିତ ହୋଇଛି ଏବଂ ନ୍ୟାୟିକ ଅଧିକାରୀମାନଙ୍କ…

Read More

BY-SUBHASMITA-DT-7.4.2026 ଭୁବନେଶ୍ଵର : -DT-7.4.2026 :ସେହିପରି ଆସନ୍ତାକାଲି ୩ ଜିଲ୍ଲାକୁ ଅରେଞ୍ଜ ଓ ବାକି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପଟେ ଉତ୍ତର ଓଡ଼ିଶାରେ ଆରମ୍ଭ ହୋଇ ଯାଇଛି କାଳବୈଶାଖୀ ତାଣ୍ଡବ। ପ୍ରବଳ ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ବାଲେଶ୍ବର ସହରରେ ପ୍ରବଳ କୁଆପଥର ବର୍ଷା ଦେଖିବାକୁ ମିଳିଛି। ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ସବୁ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା। ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତାକାଲି ୩ ଜିଲ୍ଲାକୁ ଅରେଞ୍ଜ ଓ ବାକି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପଟେ ଉତ୍ତର ଓଡ଼ିଶାରେ ଆରମ୍ଭ ହୋଇ ଯାଇଛି କାଳବୈଶାଖୀ…

Read More

ଜାତୀୟ ବିଦ୍ୟାଳୟ ସମୂହ ରଗବୀ ଚାମ୍ପିଅନସିପ୍ U-୧୭ ବାଳିକା ବର୍ଗରେ ଓଡ଼ିଶା ଚ୍ୟାମ୍ପିୟନ୍, ବାଳକ ବର୍ଗରେ ବିହାର ବିଜେତାU-୧୭ ବାଳିକା ବର୍ଗରେ ଓଡ଼ିଶା ଚ୍ୟାମ୍ପିୟନ୍, ବାଳକ ବର୍ଗରେ ବିହାର ବିଜେତା ଭୁବନେଶ୍ବର, ୭ ଏପ୍ରିଲ ୨୦୨୬ :୬୯ତମ ଜାତୀୟ ବିଦ୍ୟାଳୟ ସମୂହ ରଗବୀ ଚାମ୍ପିଅନସିପ୍ ୨୦୨୫-୨୬ ର ୧୭ ବର୍ଷରୁ କମ୍ ପ୍ରତିଯୋଗିତାରେ ବାଳିକା ବର୍ଗରେ ଓଡିଶା ଟିମ୍ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବାଳକ ବର୍ଗରେ ବିହାର ଟିମ୍ ଟାଇଟଲ୍ ହାସଲ କରିଛି । ୧୭ ବର୍ଷରୁ କମ୍ ବାଳିକା ବର୍ଗରେ ଓଡ଼ିଶା ପ୍ରଭାବଶାଳୀ ପ୍ରଦର୍ଶନ କରି ଟ୍ରଫି ଜିତିଛି । ବିହାର ରନର୍ସଅପ୍ ହୋଇଥିବା ବେଳେ ମହାରାଷ୍ଟ୍ର ଏବଂ ଦିଲ୍ଲୀ ଯଥାକ୍ରମେ ତୃତୀୟ ଏବଂ ଚତୁର୍ଥ ସ୍ଥାନ ହାସଲ କରିଛନ୍ତି । ସେହିପରି ୧୭ ବର୍ଷରୁ କମ୍ ବାଳକ ବର୍ଗରେ, ଓଡ଼ିଶା ବିପକ୍ଷରେ ଫାଇନାଲରେ ଦୃଢ଼ ପ୍ରଦର୍ଶନ ପରେ ବିହାର ବିଜେତା ହୋଇଛି, ଓଡିଶା ରନର୍ସଅପ୍ ସ୍ଥାନ…

Read More