Author: Charcha News

କଟକ ତା ୦୨.୦୪.୨୦୨୬ ରିଖ ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ଅତିରିକ୍ତ ଜିଲ୍ଲାପାଳ ଡଃ ଇପସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଆଜି ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍‌କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ…

Read More

ଅଣ-ଡଲାର ‘ଟୋଲ୍’ ବ୍ୟବସ୍ଥା ଲାଗୁ କଲା ଇରାନ :: BY-SUBHASMITA-dt-2.4.2026 dt-2.4.2026 ::ବିଶ୍ୱର ୨୦ ପ୍ରତିଶତ ତୈଳ ପରିବହନ ହେଉଥିବା ଏହି ଗୁରୁତ୍ୱପୂର୍ଣ୍ଣ ଜଳପଥ ଉପରେ ନିଜର ‘ପୂର୍ଣ୍ଣ ନିୟନ୍ତ୍ରଣ’ ଥିବା ଦାବି କରି ଇରାନ, ଭାରତ ସମେତ ଚୀନ ଓ ରୁଷ ଭଳି ବନ୍ଧୁ ଦେଶଗୁଡ଼ିକୁ ସୁରକ୍ଷିତ ଯାତାୟାତର ପ୍ରତିଶ୍ରୁତି ଦେଇଛି । ଶ୍ ଏସିଆରେ ଯୁଦ୍ଧ ଜନିତ ଉତ୍ତେଜନା ସତ୍ତ୍ୱେ ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଭାରତୀୟ ଜାହାଜ ଓ ଭାରତର ସ୍ୱାର୍ଥ ସମ୍ପୂର୍ଣ୍ଣ ସୁରକ୍ଷିତ ରହିବ ବୋଲି ଇରାନ ସ୍ପଷ୍ଟ କରିଛି । ବିଶ୍ୱର ୨୦ ପ୍ରତିଶତ ତୈଳ ପରିବହନ ହେଉଥିବା ଏହି ଗୁରୁତ୍ୱପୂର୍ଣ୍ଣ ଜଳପଥ ଉପରେ ନିଜର ‘ପୂର୍ଣ୍ଣ ନିୟନ୍ତ୍ରଣ’ ଥିବା ଦାବି କରି ଇରାନ, ଭାରତ ସମେତ ଚୀନ ଓ ରୁଷ ଭଳି ବନ୍ଧୁ ଦେଶଗୁଡ଼ିକୁ ସୁରକ୍ଷିତ ଯାତାୟାତର ପ୍ରତିଶ୍ରୁତି ଦେଇଛି । ଏହା ସହିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (ଆଇଆରଜିସି)…

Read More

ଗୁରୁବାର ଦିନ ଇସ୍ରାଏଲ ଉପରେ ଇରାନ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଟ୍ରମ୍ପ ଜାତି ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ଇରାନକୁ ତୁରନ୍ତ ଆପୋଷ ବୁଝାମଣା କରିବାକୁ ଏବଂ ଯୁଦ୍ଧ ରୋକିବାକୁ ଚେତାବନୀ ଦେବାର କିଛି ଦିନ ପରେ ଏହି ଆକ୍ରମଣ ହୋଇଛି BY-SUBHASMITA-April 2, 2026 April 2, 2026,ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଆହୁରି ଜୋରଦାର ହୋଇଛି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କଡ଼ା ଚେତାବନୀ ପରେ ପରେ ଇସ୍ରାଏଲ ଉପରେ ଇରାନ କ୍ଷେପଣାସ୍ତ୍ର ମାଡ଼ କରିଛି, ଯାହା ଏହି ଅଞ୍ଚଳରେ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି। ଗୁରୁବାର ଦିନ ଇସ୍ରାଏଲ ଉପରେ ଇରାନ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଟ୍ରମ୍ପ ଜାତି ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ଇରାନକୁ ତୁରନ୍ତ ଆପୋଷ ବୁଝାମଣା କରିବାକୁ ଏବଂ ଯୁଦ୍ଧ ରୋକିବାକୁ ଚେତାବନୀ ଦେବାର କିଛି ଦିନ ପରେ ଏହି ଆକ୍ରମଣ ହୋଇଛି। ଇସ୍ରାଏଲୀ ସେନା କହିଛି ଯେ, ଆମେ ଇରାନ ପକ୍ଷରୁ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ର ଚିହ୍ନଟ କରି…

Read More

ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ପିଏନ୍‌ଜି ସଂଯୋଗକୁ ବାଧ୍ୟତାମୂଳକ କରାଯାଇଛି BY-SUBHASMITA- dt-2.4.2026 ଭୁବେନଶ୍ୱର :: dt-2.4.2026 :: ରାଜ୍ୟର ସହରାଞ୍ଚଳରେ ଏଲ୍ପିଜି ବଦଳରେ ଏବେ ପାଇପ୍ ଯୋଗେ ପିଏନ୍‌ଜି ଯୋଗାଇ ଦିଆଯିବ । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ପିଏନ୍‌ଜି ସଂଯୋଗକୁ ବାଧ୍ୟତାମୂଳକ କରାଯାଇଛି । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଯେଉଁ ଖାଉଟି ପିଏନଜି ସଂଯୋଗ ନେବେ, ସେମାନେ ଆଉ…

Read More

ସୁନ୍ଦର, ସକ୍ଷମ, ସୁଦୃଢ଼ ଅଙ୍ଗନବାଡ଼ି ଆମର ଲକ୍ଷ୍ୟ”: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର, ୦୨/୦ ୪/୨୦୨୬: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଆଜି ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି କେନ୍ଦ୍ରଗୁଡ଼ିକୁ ଉଦ୍‌ଘାଟନ କରିଥିବାବେଳେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଏହି ଅବସରରେ ଉପସ୍ଥିତ ଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ଉପ-ମୁଖ୍ୟମନ୍ତ୍ରୀ ସରକାରଙ୍କ ଆଭିମୁଖ୍ୟକୁ ଦୋହରାଇ କହିଥିଲେ ଯେ, “ସୁନ୍ଦର, ସକ୍ଷମ ଓ ସୁଦୃଢ଼ ଅଙ୍ଗନବାଡ଼ି” ଗଠନ ହିଁ ଆମର ମୂଳ ଲକ୍ଷ୍ୟ। ସେ ବାଲେଶ୍ୱର, ଗଞ୍ଜାମ, କଟକ, ଅନୁଗୋଳ ଏବଂ ଦେବଗଡ଼ ଭଳି ବିଭିନ୍ନ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ସହ…

Read More

BY-SUBHASMITA -DT-2.4.2026 DT-2.4.2026 :: ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରେ ଏହାର ଉପନେତା ପଦରୁ ହଟେଇ ଦେଇଛି। ରାଘବ ୨୦୨୩ ମସିହାରୁ ଏହି ପଦବିରେ ଥିଲେ। ତାଙ୍କ ସ୍ଥାନରେ ପଞ୍ଜାବ ସାଂସଦ ଅଶୋକ ମିତ୍ତଲଙ୍କୁ ଆପ୍‌ ଦଳ ଉପନେତା କରିଛି। ରାଜ୍ୟସଭା ସଚିବାଳୟକୁ ଆଧିକାରିକ ଭାବେ ଦଳ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଆପ୍‌ର ଏହି ପଦକ୍ଷେପ ପରେ ଦଳରେ ଫାଟ ନେଇ ଗୁଞ୍ଜରଣ ସୃଷ୍ଟି ହୋଇଛି। ମିତ୍ତଲ କହିଛନ୍ତି, ସମସ୍ତଙ୍କୁ ସୁଯୋଗ ମିଳିବା କଥା ବୋଲି ଦଳ ଅନୁଭବ କରି ଏହି ପଦକ୍ଷେପ ନେଇଛି। ତେବେ ଆପ୍‌ ଏବଂ ଏହାର ପ୍ରମୁଖ ନେତାଙ୍କ ପ୍ରସଙ୍ଗରେ ରାଘବଙ୍କ ନିରବତା ଯୋଗୁଁ ଦଳ ପକ୍ଷରୁ ତାଙ୍କ ବିରୋଧ‌ରେ ଏହି କାର୍ୟ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କେଜ୍ରିୱାଲଙ୍କ ଗିରଫଦାରୀ ସମୟରେ ରାଘବ ଆଖିରେ ଅସ୍ତ୍ରୋପଚାର ଆଳରେ ଲଣ୍ଡନ ଯାଇଥିଲେ ଓ ଏହି ପ୍ରସଙ୍ଗ ଉପରେ କୌଣସି ମନ୍ତବ୍ୟ ରଖିନଥିଲେ। ଏହାକୁ ନେଇ ସେତେବେଳେ…

Read More

ଆପ୍‌ ଏବଂ ଏହାର ପ୍ରମୁଖ ନେତାଙ୍କ ପ୍ରସଙ୍ଗରେ ରାଘବଙ୍କ ନିରବତା ଯୋଗୁଁ ଦଳ ପକ୍ଷରୁ ତାଙ୍କ ବିରୋଧ‌ରେ ଏହି କାର୍ୟ୍ୟାନୁଷ୍ଠାନ ନିଆଯାଇଥିବା କଥା କୁହାଯାଇଛି । BY-SUBHASMITA -DT-2.4.2026 DT-2.4.2026 :: ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରେ ଏହାର ଉପନେତା ପଦରୁ ହଟେଇ ଦେଇଛି। ରାଘବ ୨୦୨୩ ମସିହାରୁ ଏହି ପଦବିରେ ଥିଲେ। ତାଙ୍କ ସ୍ଥାନରେ ପଞ୍ଜାବ ସାଂସଦ ଅଶୋକ ମିତ୍ତଲଙ୍କୁ ଆପ୍‌ ଦଳ ଉପନେତା କରିଛି। ରାଜ୍ୟସଭା ସଚିବାଳୟକୁ ଆଧିକାରିକ ଭାବେ ଦଳ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଆପ୍‌ର ଏହି ପଦକ୍ଷେପ ପରେ ଦଳରେ ଫାଟ ନେଇ ଗୁଞ୍ଜରଣ ସୃଷ୍ଟି ହୋଇଛି। ମିତ୍ତଲ କହିଛନ୍ତି, ସମସ୍ତଙ୍କୁ ସୁଯୋଗ ମିଳିବା କଥା ବୋଲି ଦଳ ଅନୁଭବ କରି ଏହି ପଦକ୍ଷେପ ନେଇଛି। ତେବେ ଆପ୍‌ ଏବଂ ଏହାର ପ୍ରମୁଖ ନେତାଙ୍କ ପ୍ରସଙ୍ଗରେ ରାଘବଙ୍କ ନିରବତା ଯୋଗୁଁ ଦଳ ପକ୍ଷରୁ ତାଙ୍କ ବିରୋଧ‌ରେ ଏହି କାର୍ୟ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ…

Read More

ମହିଳା ସଂରକ୍ଷଣ ବିଲ କୋଟା ଲାଗୁ କରିବାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏପ୍ରିଲ ୧୬ ରୁ ୧୮ ମଧ୍ୟରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିପାରନ୍ତି। By-SUBHASMITA :dt-2.4.2026 ନୂଆଦିଲ୍ଲୀ : dt-2.4.2026 :: ମହିଳା ସଂରକ୍ଷଣ ବିଲ କୋଟା ଲାଗୁ କରିବାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏପ୍ରିଲ ୧୬ ରୁ ୧୮ ମଧ୍ୟରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିପାରନ୍ତି। ଲୋକସଭା ଆସନ ସଂଖ୍ୟା ୮୧୬ କୁ ବୃଦ୍ଧି କରିବା ପାଇଁ ଏକ ବିଲ୍ ଆଣିପାରନ୍ତି ଯାହା ଦ୍ୱାରା ଲୋକସଭାରେ ୨୭୩ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ କରାଯାଇପାରିବ ବୋଲି ସୂତ୍ରରୁ ଜଣାପଡିଛି।ଗୁରୁବାର ବଜେଟ୍ ଅଧିବେଶନ ଶେଷ ହେବାକୁ ଥିବାବେଳେ, ସରକାର ଏହି ଅଧିବେଶନକୁ ସ୍ଥଗିତ ରଖିପାରନ୍ତି। ୨୩ ଏପ୍ରିଲରେ ତାମିଲନାଡୁ ଏବଂ ଏପ୍ରିଲ ୨୩ ଏବଂ ୨୯ରେ ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଏକ ବିଶେଷ ଅଧିବେଶନ ଡାକିପାରନ୍ତି। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ କରା…

Read More

ଭୁବନେଶ୍ୱର, ୧ ଏପ୍ରିଲ : ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓରମାସ) ପରିସରରେ ଚଳିତ ବର୍ଷ ଓଡ଼ିଶା ଦିବସ ଏକ ଭିନ୍ନ ଓ ଆକର୍ଷଣୀୟ ଶୈଳୀରେ ପାଳିତ ହୋଇଯାଇଛି। ଡିଡିୟୁ-ଜିକେୱାଇ (DDU-GKY) ପ୍ରଶିକ୍ଷୁ ଯୁବକ-ଯୁବତୀ ଏବଂ କର୍ମଚାରୀମାନଙ୍କ ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଏକ ରଙ୍ଗାରଙ୍ଗ ସାଂସ୍କୃତିକ ଉତ୍ସବର ରୂପ ନେଇଥିଲା। ଏହି ଅବସରରେ ପ୍ରଶିକ୍ଷୁମାନେ ଓଡ଼ିଶାର ସମୃଦ୍ଧ କଳା ଓ ପରମ୍ପରାକୁ ଅତି ସୁନ୍ଦର ଭାବେ ପ୍ରଦର୍ଶିତ କରିଥିଲେ। ପାରମ୍ପରିକ ନୃତ୍ୟ, ସଙ୍ଗୀତ ଏବଂ ଚିତ୍ତାକର୍ଷକ ରଙ୍ଗୋଲି ମାଧ୍ୟମରେ ଓଡ଼ିଶାର ଐତିହ୍ୟ ପ୍ରତି ସେମାନଙ୍କର ଗଭୀର ମମତା ଓ ଗର୍ବ ପ୍ରକାଶ ପାଇଥିଲା। ଏହି ଆୟୋଜନ ସମଗ୍ର କାର୍ଯ୍ୟାଳୟ ପରିସରକୁ ଉତ୍ସବମୁଖର କରିବା ସହ ସମସ୍ତଙ୍କ ମଧ୍ୟରେ ଏକତା ଓ ଭାତୃଭାବ ସୃଷ୍ଟି କରିଥିଲା। କାର୍ଯ୍ୟକ୍ରମରେ ଓରମାସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଡଃ ମୋନିକା ପ୍ରିୟଦର୍ଶିନୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷୁମାନଙ୍କ ସୃଜନଶୀଳତା ଓ…

Read More