Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, April 16
    Facebook X (Twitter) YouTube Instagram
    Trending
    • ୮୨ ତମ ଜିଲ୍ଲା ପରିଷଦ ବୈଠକ :
    • ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :
    • ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :
    • ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»OPTCL ଶ୍ରମିକ କର୍ମଚାରୀ ସଂଘର ୮ମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ::

    OPTCL ଶ୍ରମିକ କର୍ମଚାରୀ ସଂଘର ୮ମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ::

    By Charcha NewsApril 5, 2026
    Share
    Facebook Twitter Email WhatsApp

    OPTCL ଶ୍ରମିକ କର୍ମଚାରୀ ସଂଘର ୮ମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ l ଭୁବନେଶ୍ୱରସ୍ଥିତ ରେଡକ୍ରସ୍ ଭବନଠାରେ OPTCL ଶ୍ରମିକ କର୍ମଚାରୀ ସଂଘର ୮ମ ବାର୍ଷିକ ସମ୍ମିଳନୀ ଓ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ବଦ୍ରି ନାରାୟଣ ଧଳ ମୁଖ୍ୟ ବକ୍ତା ଭାବେ ଯୋଗଦେଇ କର୍ମଚାରୀଙ୍କ ସମସ୍ୟା ଓ ସଂଘର ଆଭିମୁଖ୍ୟ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ। ସମ୍ମିଳନୀରେ OERC ର ନୂତନ ଟାରିଫ୍ ଅର୍ଡର ଯୋଗୁଁ କର୍ମଚାରୀଙ୍କ ଭବିଷ୍ୟତ ଉପରେ ପଡ଼ୁଥିବା ନକାରାତ୍ମକ ପ୍ରଭାବ ନେଇ ଆଲୋଚନା ହେଇଥିଲା । ସଂଘ ପକ୍ଷରୁ କ୍ୟାଡର ରିଷ୍ଟ୍ରକଚରିଂ, ପଦୋନ୍ନତିରେ ୫୦% ସଂରକ୍ଷଣ, ₹୩୩୦୦ ଗ୍ରେଡ୍ ପେ ଉଚ୍ଛେଦ ଏବଂ ନୂତନ ନିଯୁକ୍ତି ପାଇଁ ଦାବି ହୋଇଛି। ଏହାସହ ବିପଦପୂର୍ଣ୍ଣ କାର୍ଯ୍ୟରେ ନିୟୋଜିତ ଝୁଲା ମ୍ୟାନ୍ ଓ ଟାୱାର କ୍ଲାଇମ୍ବରଙ୍କ ସୁରକ୍ଷା ପାଇଁ ୧ କୋଟି ଟଙ୍କାର ବୀମା ଏବଂ ଅତ୍ୟାଧୁନିକ ସୁରକ୍ଷା ଉପକରଣ ଯୋଗାଇ ଦେବାକୁ କର୍ତ୍ତୃପକ୍ଷଙ୍କ ନିକଟରେ ୧୪ ଦଫା ଦାବିପତ୍ର ଉପସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି।​ଏହି ସମ୍ମିଳନୀରେ ବରିଷ୍ଠ ନେତା ବଦ୍ରି ନାରାୟଣ ଧଳ ଯୋଗଦେଇ କର୍ମଚାରୀଙ୍କ ଏହି ସମସ୍ତ ଦାବିକୁ ସମ୍ପୂର୍ଣ୍ଣ ଯଥାର୍ଥ ବୋଲି କହିଛନ୍ତି। ସେ କର୍ମଚାରୀମାନଙ୍କୁ ଆଶ୍ୱାସନା ଦେଇ କହିଛନ୍ତି ଯେ, ଏହି ସମସ୍ତ ସମସ୍ୟା ଓ ଦାବିକୁ ସେ ସରକାରଙ୍କ ନିକଟରେ ପହଞ୍ଚାଇବା ସହ ଆଗାମୀ ଦିନରେ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇବେ। ସରକାରଙ୍କ ଜରିଆରେ ସମସ୍ତ ଦାବି ଯେପରି ଶୀଘ୍ର ପୂରଣ ହେବ, ସେଥିପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :

    April 15, 2026 ଆଜିର ଖବର

    ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :

    April 15, 2026 ଆଜିର ଖବର

    ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::

    April 15, 2026 ଆଜିର ଖବର

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026 ଆଜିର ଖବର

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026 ଆଜିର ଖବର

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    April 14, 2026 ଆଜିର ଖବର

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026 ଆଜିର ଖବର

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026 ଆଜିର ଖବର

    ହୃଦଘାତ ନେଲା ଆଶାଙ୍କ ଜୀବନ

    April 12, 2026 ଆଜିର ଖବର

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026 ଆଜିର ଖବର

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026 ଆଜିର ଖବର
    Watch YouTube

    You May Like

    ୮୨ ତମ ଜିଲ୍ଲା ପରିଷଦ ବୈଠକ :

    April 15, 2026

    ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :

    April 15, 2026

    ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :

    April 15, 2026

    ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::

    April 15, 2026

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.