Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଆସନ୍ତା ତିନି ଦିନ କାଳବୈଶାଖୀ ବର୍ଷା, ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

    ଆସନ୍ତା ତିନି ଦିନ କାଳବୈଶାଖୀ ବର୍ଷା, ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

    By Charcha NewsApril 4, 2026
    Image ref 151731500. Copyright Shutterstock No reproduction without permission. See www.shutterstock.com/license for more information.
    Share
    Facebook Twitter Email WhatsApp

    ଅସହ୍ୟ ଖରା ଓ ଗୁଳୁଗୁଳି ଭିତରେ ମିଳିପାରେ ଆଶ୍ବସ୍ତି ::

    By-SUBHASMITA-DT-4.4.2026

    ଭୁବନେଶ୍ଵର :DT-4.4.2026 :: ଅସହ୍ୟ ଖରା ଓ ଗୁଳୁଗୁଳି ଭିତରେ ମିଳିପାରେ ସାମାନ୍ୟ ଆଶ୍ବସ୍ତି । ଆଜି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ପବନ ସହ ଘଡ଼ଘଡ଼ି ବର୍ଷା ନେଇ ସର୍ତକ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ ।

    ଆଜି କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ହେବାର ସମ୍ଭାବନା ରହିଛି । ଏହା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭଗ ।

    ଆସନ୍ତାକାଲି କାଳବୈଶାଖୀ ଧୀରେ ଧୀରେ ବଢିବ । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ । ଆସନ୍ତାକାଲି ମଧ୍ୟ ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ । ୬ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ବେଗ ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିପାରେ । 

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.