ଯିଏ ମେନ୍ୟୁଫେକର ଅଛି ତାକୁ ସରକାରୀ ସୁବିଧା ଯୋଗାଯାଇ ସବୁଗାଡ଼ିକୁ ଇଭିରେ ପରିବର୍ତ୍ତନ କରାଯିବ । ପ୍ରଧାନମନ୍ତ୍ରୀ ଓ ମୁଖମନ୍ତ୍ରୀଙ୍କ ଆଗ୍ରହ ଅଛି ଇଭି ଗାଡ଼ିର ବ୍ୟବହାର ପାଇଁ, ଏହାଦ୍ୱାରା ପରିବେଶ ସୁରକ୍ଷା ସହିତ, ଆମର ସଞ୍ଚୟ ବି ହୋଇପାରିବ । ପ୍ରକୃତି ପରିବେଶ ସନ୍ତୁଳିତ ପାଇଁ ଇଭିର ବ୍ୟବହାର କରିବୁ ।
ଯିଏ ମେନ୍ୟୁଫେକର ଅଛି ତାକୁ ସରକାରୀ ସୁବିଧା ଯୋଗାଯାଇ ସବୁଗାଡ଼ିକୁ ଇଭିରେ ପରିବର୍ତ୍ତନ କରାଯିବ । ପ୍ରଧାନମନ୍ତ୍ରୀ ଓ ମୁଖମନ୍ତ୍ରୀଙ୍କ ଆଗ୍ରହ ଅଛି ଇଭି ଗାଡ଼ିର ବ୍ୟବହାର ପାଇଁ, ଏହାଦ୍ୱାରା ପରିବେଶ ସୁରକ୍ଷା ସହିତ, ଆମର ସଞ୍ଚୟ ବି ହୋଇପାରିବ । ପ୍ରକୃତି ପରିବେଶ ସନ୍ତୁଳିତ ପାଇଁ ଇଭିର ବ୍ୟବହାର କରିବୁ । ମୁଖ୍ୟମନ୍ତ୍ରୀ ତାଙ୍କ କାରକେଡ଼ ଅଧା କରିସାରିଛନ୍ତି । ମନ୍ତ୍ରୀମାନେ ମଧ୍ୟ ସମାନ ନୀତି ଆପଣାଇବେ । ମୁଁ ଆଜିଠାରୁ ଇଭି ଗାଡ଼ିରେ ଯିବି, ଗୋଟିଏ ଗାଡ଼ି ବ୍ୟବହାର କରିବି । ମିତ ବ୍ୟୟତା ନିଜଠାରୁ ଆରମ୍ଭକରିବି, ଆବଶ୍ୟକ ନ ଥିଲେ ବସରେ ଯିବି । ବସ ଟ୍ରେନ ଗଲେ ଭଲ ଲାଗିବ, ଆମ ସରକାର ଯାହା କୁହନ୍ତି ସେଇଆ କରନ୍ତି । ୧୦୦ ଟି ଚାର୍ଜଙ୍ଗ ଷ୍ଟେନସ ପାଇଁ ନିର୍ଦେଶ ଦିଆଯାଇଥିବାବେଳେ ୩୦ଟି ଶେଷ ହେଇଛି । ୧୫ ଟି ଷ୍ଟେସନ କେବଳ ଭୁବନେଶ୍ୱର କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ବିଭୁତି ଜେନା ।
ଚର୍ଚ୍ଚା NEWS












