Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ନାଉପାଳରେ ଭୟଙ୍କର ସଡକ ଦୁର୍ଘଟଣା :

    ନାଉପାଳରେ ଭୟଙ୍କର ସଡକ ଦୁର୍ଘଟଣା :

    By Charcha NewsApril 2, 2026
    Share
    Facebook Twitter Email WhatsApp

    ଆମ୍ବୁଲାନ୍ସ ସହ ପିକଅପ୍ ମୁହାଁମୁହିଁ ଧକ୍କା, ୫ ଜଣ ଗୁରୁତର :

    BY- ରାଜୀବ କୁମାର ବେହେରା

    DT-2.4.2026 :: ମୟୁରଭଞ୍ଜ ଜଲ୍ଲାର ଉଦଳା ରୁ ବାରିପଦାକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ–୧୯ ଉଦଳା ଡୁକୁରା ନାଉପାଳ ନିକଟରେ ଆଜି ଏକ ହୃଦୟବିଦାରକ ସଡକ ଦୁର୍ଘଟଣା ଘଟିଛି। ନିଶାସକ୍ତ ଅବସ୍ଥାରେ ଥିବା ପିକଅପ୍ ଚାଳକଙ୍କ ବେପରୁଆ ଓ ଦ୍ରୁତ ଗାଡି ଚାଳନା ଫଳରେ ଏହି ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି।

    ସୂଚନା ଅନୁସାରେ, ଜଣେ ଗୁରୁତର ରୋଗୀକୁ ନେଇ ବାରିପଦା ଯାଉଥିବା ୧୦୮ ଆମ୍ବୁଲାନ୍ସ ସହ ପିକଅପ୍ ଗାଡିର ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କାର ତୀବ୍ରତା ଏତେ ଅଧିକ ଥିଲା ଯେ ଉଭୟ ଯାନ ପ୍ରାୟ ଚୁର୍ମାର ହୋଇଯାଇଥିଲା ଏବଂ ଘଟଣାସ୍ଥଳରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା।

    ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର SK Ahmed, ଫାର୍ମାସିଷ୍ଟ ଭବାନୀ ଶଙ୍କର ଜେନା, ରୋଗୀ ଓ ତାଙ୍କ ସମ୍ପର୍କୀୟ ସହିତ ମୋଟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ବିଶେଷକରି ରୋଗୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସେ ଗୁରୁତର ଅବସ୍ଥାରେ ଥିବା ସୂଚନା ମିଳିଛି।

    ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳକୁ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ ଏବଂ ପୋଲିସକୁ ସୂଚନା ଦେଇଥିଲେ। ପରେ ସମସ୍ତ ଆହତଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ଚିକିତ୍ସାଳୟକୁ ପଠାଯାଇଛି।

    ଘଟଣା ପରେ କିଛି ସମୟ ପାଇଁ ଏହି ମୁଖ୍ୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ଏବଂ ଘଟଣାସ୍ଥଳରେ ଲୋକଙ୍କ ଭିଡ ଲାଗିଥିଲା। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।

    ସଚେତନତା

    ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା କେବଳ ଆଇନ ଭଙ୍ଗ ନୁହେଁ, ଏହା ଜୀବନ ପାଇଁ ଘାତକ। ଏପରି ଅବହେଳା ଅନେକ ନିର୍ଦୋଷ ଲୋକଙ୍କ ଜୀବନକୁ ବିପଦରେ ପକାଇଦେଉଛି। ସ୍ଥାନୀୟ ଲୋକମାନେ ଏହି ରାସ୍ତାରେ କଡା ଚେକିଂ, ଗତି ନିୟନ୍ତ୍ରଣ ଓ ନିଶାସକ୍ତ ଚାଳକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.