Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ପ୍ରଧାନମନ୍ତ୍ରୀ ମୋଦୀ ଓ ମୁଁ ସମସ୍ୟାର ସମାଧାନ କରିପାରୁ :

    ପ୍ରଧାନମନ୍ତ୍ରୀ ମୋଦୀ ଓ ମୁଁ ସମସ୍ୟାର ସମାଧାନ କରିପାରୁ :

    By Charcha NewsMarch 27, 2026
    Share
    Facebook Twitter Email WhatsApp

    ଟ୍ରମ୍ପ କହିଲେ ପ୍ରଧାନମନ୍ତ୍ରୀ ମୋଦୀ ଓ ମୁଁ ସମସ୍ୟାର ସମାଧାନ କରିପାରୁ ।
    BY-SUBHASMITA -March 27, 2026,
    ଭୁବେନେଶ୍ଵର :: March 27, 2026, :: ଇରାନ ସହିତ ଭୀଷଣ ଯୁଦ୍ଧ ଚାଲିଥିବା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସେ ଯେକୌଣସି ସମସ୍ୟାର ସମାଧାନ କରିପାରିବେ। ତେବେ ଟ୍ରମ୍ପ ଏହା କେଉଁ ପରିପ୍ରେକ୍ଷୀରେ କହିଛନ୍ତି ତାହା ସ୍ପଷ୍ଟ କରିନାହାନ୍ତି। ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଏହାର ମୁକାବିଲା ପ୍ରସଙ୍ଗରେ କହିଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି |
    ଭାରତ ସ୍ଥିତ ଆମେରିକା ଦୂତାବାସ ଟ୍ରମ୍ପଙ୍କ ବାର୍ତ୍ତା ଜାରି କରିଥିବାବେଳେ ଏଥିରେ କୁହାଯାଇଛି ଯେ, ଭାରତ ସହିତ ଆମର ପୁରୁଣା ସମ୍ପର୍କ ଆହୁରି ପ୍ରଗାଢ ହେବ ବୋଲି ଟ୍ରମ୍ପ ତାଙ୍କ ବାର୍ତ୍ତାରେ କହିଛନ୍ତି । ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦୀ ଓ ଟ୍ରମ୍ପ ଟେଲିଫୋନ୍‌ ମାଧ୍ୟମରେ କଥାବାର୍ତ୍ତା କରିଥିଲେ। ଇରାନ ସହିତ ଯୁଦ୍ଧ ଆରମ୍ଭ ହେବା ପରେ ମୋଦୀ ପ୍ରଥମ ଥର ଟ୍ରମ୍ପଙ୍କ ସହିତ କଥା ହୋଇଥିଲେ। ଭାରତ ଶାନ୍ତି ପ୍ରତିଷ୍ଠା ପକ୍ଷରେ ଅଛି ଓ ବିଶ୍ବ ପାଇଁ ଏହା ଜରୁରୀ ବୋଲି ମୋଦୀ କହିଥିଲେ। ସେହିପରି ହର୍ମୁଜ ପ୍ରଣାଳୀ ଖୋଲା ରଖାଯିବା ଉପରେ ମୋଦୀ ଗୁରୁତ୍ବ ଦେଇଥିଲେ।

    ଚର୍ଚ୍ଚା NEWS

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026 ଦେଶ ବିଦେଶ

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.