Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 15
    Facebook X (Twitter) YouTube Instagram
    Trending
    • ୮୨ ତମ ଜିଲ୍ଲା ପରିଷଦ ବୈଠକ :
    • ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :
    • ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :
    • ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ବିଶ୍ୱ ସ୍ତନ୍ୟପାନ ସପ୍ତାହ -୨୦୨୫ ପାଳିତ

    ବିଶ୍ୱ ସ୍ତନ୍ୟପାନ ସପ୍ତାହ -୨୦୨୫ ପାଳିତ

    By Charcha NewsAugust 5, 2025
    Share
    Facebook Twitter Email WhatsApp

    ମାଲକାନଗିରି, ୫/୮/୨୫:(ରିପୋର୍ଟ୍,ମାନସ୍ ନେତାମ୍, ଚର୍ଚ୍ଚା ନ୍ୟୁଜ୍)

    ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ମାଲକାନଗିରି ଠାରେ ଆଜି ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇ ଯାଇଛି lଏହି କାର୍ଯ୍ୟକ୍ରମ ରେ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଏମ .ଏମ .ଆଵିଦ ହୁସେନ ଯୋଗଦେଇ ସ୍ତନ୍ୟପାନ ର ଉପକାରିତା ଓ ଏହାର ଅଭାବରେ ମା ଓ ଶିଶୁ ମଧ୍ୟରେ ଦେଖାଯାଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋକପାତ କରି ଛଅ ମାସ କେବଳ ମା’ କ୍ଷୀର ଶିଶୁ ପାଇଁ ଅମୃତ ତୁଲ୍ୟ ବୋଲି ବୁଝାଇଥିଲେ l ଶିଶୁ କୁ ଜନ୍ମ ରୁ ଏକ ଘଣ୍ଟା ମଧ୍ୟରେ ସ୍ତନ୍ୟପାନ କରାଇବା ,କୌଣସି ବାହାର ଖାଦ୍ୟ ଯଥା ପାଣି ,ମହୁ , ଚିନି ପାଣି ନ ଦେବା ,ସ୍ତନ୍ୟପାନ କରୁଥିବା ମା ମାନଙ୍କର ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ l ସ୍ତନ୍ୟପାନ ଯୋଗୁ ମା ର ସ୍ତନକର୍କଟ ଓ ଗର୍ଭାଶୟ କର୍କଟ ରୋଗ ହେବା ସମ୍ଭାବନା କମ ବୋଲି ଡା.ଦୁର୍ଗା ପ୍ରସାଦ ରାଜ ଓ ଓମ ପ୍ରକାଶ ସା ବୁଝାଇଥିଲେ l ଶେଷରେ ସଭାରେ ଉପସ୍ଥିତ ଥିବା ସମସ୍ତେ ସ୍ତନ୍ୟପାନ ଉପଲକ୍ଷେ ଏକ ଶପଥପାଠ ଓ ଦସ୍ତଖତ ଅଭିଯାନ କରିଥିଲେ l
    ପରେ ମହିଳା ଆରୋଗ୍ୟ ସମିତି ର ମା ମାନଙ୍କୁ ସ୍ତନ୍ୟପାନ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା କରି ପୁରସ୍କାର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଦିଲୀପ କୁମାର ନନ୍ଦ,ଶିବପ୍ରସାଦ ପ୍ରହରାଜ ,ଭିକାରି ଚରଣ ବଳିୟାରସିଂ ଶ୍ୟାମ ସୁନ୍ଦର ମାଝି ,ମହେଶ କୁମାର ଯାଦବ ,କlୟରୋଳୀନ ଦୀକ୍ଷିତ ,ସୁପ୍ରଭା କୁମାରୀ ପାଢୀ ସହିତ ମହିଳା ସ୍ୱାସ୍ଥ୍ୟ କର୍ମୀ ,ଆଶା କର୍ମୀ ଓ ସ୍ୱାସ୍ଥ୍ୟ କେନ୍ଦ୍ର ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

    Share. Facebook Twitter WhatsApp

    Related Posts

    ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :

    April 15, 2026 ଆଜିର ଖବର

    ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :

    April 15, 2026 ଆଜିର ଖବର

    ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::

    April 15, 2026 ଆଜିର ଖବର

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026 ଆଜିର ଖବର

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026 ଆଜିର ଖବର

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    April 14, 2026 ଆଜିର ଖବର

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026 ଆଜିର ଖବର

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026 ଆଜିର ଖବର

    ହୃଦଘାତ ନେଲା ଆଶାଙ୍କ ଜୀବନ

    April 12, 2026 ଆଜିର ଖବର

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026 ଆଜିର ଖବର

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026 ଆଜିର ଖବର
    Watch YouTube

    You May Like

    ୮୨ ତମ ଜିଲ୍ଲା ପରିଷଦ ବୈଠକ :

    April 15, 2026

    ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :

    April 15, 2026

    ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :

    April 15, 2026

    ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::

    April 15, 2026

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.