Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, April 11
    Facebook X (Twitter) YouTube Instagram
    Trending
    • ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ
    • ଛେନା ପୋଡ…
    • ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;
    • ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;
    • ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :
    • ଜାଣନ୍ତୁ ଆଜିର ରାଶିଫଳ :;
    • ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;
    • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::
    • ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ପାଳନ ହେଉଛି ‘ଓଡ଼ିଆ ପକ୍ଷ’।
    • ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;
    • ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::
    • ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ
    • କଟକ ରେଲୱେ ଷ୍ଟେସନ୍‌ରେ ଆରପିଏଫ ଙ୍କ ସଚେତନତା ଓ ସମୟୋଚିତ ପଦକ୍ଷେପ ଫଳରେ ଦୁଇ ଜଣ ଅପ୍ରାପ୍ତବୟସ୍କ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।
    • କଳିଙ୍ଗ ହସ୍ପିଟାଲ୍‌କୁ କିଣିବ ମ୍ୟାକ୍ସ ହେଲ୍‌ଥକେୟାର ଓଡିଶା ହେଲ୍ଥ ସେକ୍ଟରରେ ବଡ ପରିବର୍ତ୍ତନ !
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ::

    ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ::

    By Charcha NewsApril 7, 2026
    Share
    Facebook Twitter Email WhatsApp

    ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ଯୁବ ନେତା ଶ୍ରୀ ରାଜୀବ ଲୋଚନ ଦାସ ଓ ଶ୍ରୀ ହରିହର ନାଏକଙ୍କ ବିଜେପିରେ ଯୋଗଦାନ

    ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି

    ଭୁବନେଶ୍ୱର :: ବିଜେପି ହେଉଛି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ । ଏହି ଦଳ ହେଉଛି ରାଷ୍ଟ୍ରବାଦୀ ବିଚାରାଧାରାର ଦଳ, ଏହା ହେଉଛି ଏକ କାର୍ଯ୍ୟକର୍ତା ଆଧାରିତ ଦଳ । ଗତ ସାଧାରଣ ନିର୍ବାଚନ ସଂକଳ୍ପପତ୍ରରେ ବିଜେପି ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାହା ସବୁ ପୂରଣ କରିଚାଲିଛି । ଏନେଇ ବିଜେପି ସରକାର ଉପରେ ଲୋକଙ୍କ ବିଶ୍ୱାସନୀୟତା ଦିନକୁ ଦିନ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଏଭଳି ଲୋକାଭିମୁଖୀ କାର୍ଯ୍ୟ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଦିନକୁ ଦିନ ବଢ଼ୁଥିବାରୁ ବିଜେପିରେ ଯୋଗଦାନ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଧାମରା ଡୋଶିଙ୍ଗା ଅଂଚଳର ଯୁବନେତା ଶ୍ରୀ ରାଜୀବ ଲୋଚନ ଦାସ ଓ କଇଁଥଖୋଲା ପଂଚାୟତର ବିଜେଡି ଯୁବନେତା ଶ୍ରୀ ହରିହର ନାଏକ ଆଜି ରାଜ୍ୟ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଛନ୍ତି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ନୂତନ ସଦସ୍ୟଙ୍କୁ ଦଳୀୟ ଟୋପି ଓ ଉତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ।

    ଏହି ଅବସରରେ ବିଜେପି ରାଜ୍ୟ ସଂପାଦକ ଶ୍ରୀ ସରୋଜ କର, ରାଜ୍ୟ ପ୍ୟାନେଲିଷ୍ଟ ଶ୍ରୀ ବ୍ରଜ କିଶୋର ମିଶ୍ର, ରାଜ୍ୟ ପରିଷଦ ସଦସ୍ୟ ଶ୍ରୀ ଦେବେନ୍ଦ୍ର ନାୟକ, ଭଦ୍ରକ ଜିଲ୍ଲା ସଂପାଦକ ଶ୍ରୀ ପ୍ରିୟରଞ୍ଜନ ଜେନା, ଧାମରାଇ ମଣ୍ଡଳ ସଭାପତି ଶ୍ରୀ ତ୍ରିଦିବେଶ ପ୍ରଧାନ, ଶ୍ରୀ ଅତୁଲ୍ୟ କୁମାର ଜେନା, ଶ୍ରୀ ରୁଦ୍ର ପ୍ରତାପ ମହାନ୍ତି, ଶ୍ରୀ ରମେଶ ଚନ୍ଦ୍ର ବାରିକ ଓ ଅବଦୁଲ୍ଲ ଅହେଦ୍ ଖାନ୍ ପ୍ରମୁଖ ଉପସ୍ଥିତ ଥିଲେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026 ଅପରାଧ

    ଛେନା ପୋଡ…

    April 11, 2026 ଆଜିର ଖବର

    ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;

    April 11, 2026 ଆଜିର ଖବର

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026 ରାଜ୍ୟ

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର

    ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;

    April 10, 2026 ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026 ଆଜିର ଖବର

    ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ପାଳନ ହେଉଛି ‘ଓଡ଼ିଆ ପକ୍ଷ’।

    April 10, 2026 ରାଜ୍ୟ

    ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;

    April 10, 2026 ରାଜ୍ୟ

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::

    April 10, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ

    April 10, 2026 ଆଜିର ଖବର

    କଟକ ରେଲୱେ ଷ୍ଟେସନ୍‌ରେ ଆରପିଏଫ ଙ୍କ ସଚେତନତା ଓ ସମୟୋଚିତ ପଦକ୍ଷେପ ଫଳରେ ଦୁଇ ଜଣ ଅପ୍ରାପ୍ତବୟସ୍କ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

    April 10, 2026 ରାଜ୍ୟ
    Watch YouTube

    You May Like

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026

    ଛେନା ପୋଡ…

    April 11, 2026

    ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;

    April 11, 2026

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026

    ଜାଣନ୍ତୁ ଆଜିର ରାଶିଫଳ :;

    April 11, 2026

    ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;

    April 10, 2026

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.