ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ନେଇ ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍।
ଚକ୍ରମଣି କହଁର, ନବକିଶୋର ମଲ୍ଲିକ, ସୌଭିକ୍ ବିଶ୍ବାଳ, ସୁବାସିନୀ ଜେନା, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀଙ୍କୁ ନୋଟିସ୍ ।
୨୦ ତାରିଖ ସଂଧ୍ୟା ୫ଟା ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ।
ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ନେଇ ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍
By Charcha News












